Posted inଆମ ଜିଲା ଖବର, ରାଜ୍ୟ, ସମ୍ବଲପୁର
ବ୍ରିଜ୍ ଉପରେ ସାଇକେଲ ରଖି ମହାନଦୀକୁ ଡେଇଁପଡ଼ିଲେ ଛାତ୍ରୀ

ସମ୍ବଲପୁର,୨୪ା୮: ସମ୍ବଲପୁର ଜିଲାର ଚାଉଁରପୁର ବ୍ରିଜ୍ ଉପରୁ ଜଣେ ଛାତ୍ରୀ ଶନିବାର ମହାନଦୀକୁ ଡେଇଁପଡ଼ିଛନ୍ତି। ଛାତ୍ରୀ ଜଣକ ବ୍ରିଜ୍ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଛନ୍ତି। ପ୍ରାତଃ ଭ୍ରମଣରେ କିଛି ଲୋକ ଆସିଥିବା ବେଳେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି। ତେବେ କେଉଁ କାରଣରୁ ସେ ନଦୀକୁ ଡେଇଁଲେ ସେ ସମ୍ପର୍କରେ କିଛି ଜଣାପଡ଼ିନାହିଁ। ଛାତ୍ରୀ ଜଣକ ସ୍ଥାନୀୟ ଏକ ହାଇସ୍କୁଲରେ ପାଠ ପଢୁଥିଲେ ବୋଲି ଜଣାପଡ଼ିଛି।
Posted inଆମ ଜିଲା ଖବର, ରାଜ୍ୟ, ସମ୍ବଲପୁର View All
Posted inଆମ ଜିଲା ଖବର, ରାଜ୍ୟ, ସମ୍ବଲପୁର View All

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାଜପା ମଣ୍ଡଳ ସଭାପତି, ପର୍ଯ୍ୟଟନର ଉନ୍ନତି ପାଇଁ କଲେ ନିବେଦନ
ଦାରିଙ୍ଗବାଡ଼ି,୨୪ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଭାଜପା ମଣ୍ଡଳ ସଭାପତି ସନ୍ତୋଷ କୁମାର ସାହୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କୁ ଦାରିଙ୍ଗବାଡ଼ିରେ…

ଛାତ୍ର ସଂସଦ ନିର୍ବାଚନ ଦାବି ତେଜିଲା
ଭୁବନେଶ୍ୱର, ୨୪ା୮(ଅସମାପିକା ସାହୁ): ଏବର୍ଷ ନୁହେଁ, ଆସନ୍ତା ବର୍ଷ ଛାତ୍ର ସଂସଦ ନିର୍ବାଚନ ହେବ ବୋଲି ଆଇନ ମନ୍ତ୍ରୀ କହିବା ପରେ ରାଜ୍ୟରେ ଛାତ୍ର ସଙ୍ଗଠନଗୁଡ଼ିକ…

ଇଂରାଜୀ ମାଧ୍ୟମ ସ୍କୁଲରେ ସଂସ୍କୃତ ପ୍ରାର୍ଥନା
ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରସ୍ଥିତ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ବିକାଶ ଫାଷ୍ଟଷ୍ଟେପ୍ରେ ସପ୍ତାହର ଗୋଟିଏ ଦିନ ଛାତ୍ରୀଛାତ୍ର ସମସ୍ତ କାର୍ଯ୍ୟକ୍ରମକୁ ସଂସ୍କୃତ ଭାଷାରେ ଉପସ୍ଥାପନ କରିଥାନ୍ତି। ସେହିଦିନ…

ସୁଭଦ୍ରା ଯୋଜନାର ଏସ୍ଓପି ଆସିବା ପରେ ଭାଜପାକୁ ନେଇ ଏମିତି କହିଦେଲେ ସୁଲତା
ଭୁବନେଶ୍ୱର,୨୪।୮ (ଅନିଲଦାସ): ବହୁ ଚର୍ଚ୍ଚିତ ସୁଭଦ୍ରା ଯୋଜନାର ଏସ୍ଓପି ଆସିବା ପରେ ଭାଜପା ସୁଭଦ୍ରା ଯୋଜନାକୁ ନେଇ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ପୂରଣ ଦିଗରେ…

ବାଚସ୍ପତିଙ୍କୁ ବିଜେଡିର ବ୍ୟବହାର ଲଜ୍ଜାଜନକ: ଏଶ୍ୱର୍ଯ୍ୟା
ଭୁବନେଶ୍ୱର, ୨୪।୮(ସୁନିତ୍ ମିଶ୍ର): ବିଧାନସଭାରେ ବାଚସ୍ପତିଙ୍କୁ ବିଜେଡି ବିଧାୟକଙ୍କ ବ୍ୟବହାର ଅତ୍ୟନ୍ତ ଲଜ୍ଜାଜନକ ଓ ଦୁର୍ଭାଗ୍ୟଜନକ। ଗଣତାନ୍ତ୍ରିକ ବ୍ୟବସ୍ଥାରେ ଜଣେ ମହିଳା ବାଚସ୍ପତିଙ୍କୁ ସର୍ବାଧିକ ସମ୍ମାନ…

ଜିଲାପାଳଙ୍କୁ ଫେରାଦ ହେଲେ ସିଆରପିସିଏମ୍:ଦାବି ପୂରଣ କର
ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ବିଜେପୁର ବ୍ଲକର ୭ପଞ୍ଚାୟତରେ କାର୍ଯ୍ୟରତ ସିଆରପିସିଏମ୍ମାନେ ଶୁକ୍ରବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇଛନ୍ତି। ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରି…

ସରକାରଙ୍କ ନିୟନ୍ତ୍ରଣରେ ନାହାନ୍ତି ଅଫିସର: ବିଜେଡି
ଭୁବନେଶ୍ୱର,୨୪।୮(ଅନିଲ ଦାସ): ଚିକିଟି ମଦମୃତ୍ୟୁକୁ ନେଇ ଶୁକ୍ରବାର ବିଧାନସଭା ଶୂନ୍ୟକାଳରେ ବିରୋଧୀ ଓ ଶାସକ ଦଳ ସଭ୍ୟମାନେ ମୁହାଁମୁହିଁ ହୋଇଥିଲେ। ଶୂନ୍ୟକାଳ ଆରମ୍ଭ ହେବା ମାତ୍ରେ…

ମୃତ ନିର୍ମାଣ ଶ୍ରମିକଙ୍କ ନାଁରେ କାର୍ଡ ପଞ୍ଜୀକରଣ
ରାୟଗଡ଼ା,୨୪।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଶ୍ରମ କାର୍ଯ୍ୟାଳୟରେ ପିଛା ଛାଡ଼ୁନି ଦୁର୍ନୀତି ଓ କେଳେଙ୍କାରୀ। ନିର୍ମାଣ ଶ୍ରମିକ କାର୍ଡରେ ମୃତ୍ୟୁକାଳୀନ ବୀମା ଅର୍ଥ ହେରଫେର…