ଭୁବନେଶ୍ୱର,୬।୧: ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ୯.୫୨ କୋଟିର ମାରିଜୁଆନା ଜବତ ହୋଇଛି।
ମାରିଜୁଆନା ଆଣିଥିବା ୨ ମହିଳା ଯାତ୍ରୀ ଗିରଫ କରିଛି ଭୁବନେଶ୍ବର କଷ୍ଟମ କମିଶନରେଟ। ମାଲେସିଆର କ୍ଵାଲାଲୁମ୍ପୁରରୁ ଚାଲାଣ କରାଯାଉଥିବା ସୂଚନା ମିଳିଛି। ବ୍ୟାଗରେ ଛୋଟ ଛୋଟ ପ୍ୟାକେଟ କରି ଆଣୁଥିଲେ ମହିଳା। ସଂପୃକ୍ତ ମହିଳାଙ୍କୁ ଗିରଫ କରିବା ସହ କଷ୍ଟମ ବିଭାଗର ତଦନ୍ତ ଆରମ୍ଭ ହୋଇଛି।
ଓଡ଼ିଶାରେ ୪୪ ହଜାର ୭୯୩ କୋଟି ଟଙ୍କା ଟଙ୍କାର ନିବେଶକୁ ଗ୍ରୀନ ସିଗନାଲ ଦେଲେ ସରକାର
ଭୁବନେଶ୍ୱର,୬।୧: ରାଜ୍ୟରେ ନିବେଶ ବଢାଇବା ଲାଗି ସରକାର ଜୋରଦାର ଉଦ୍ୟମ କରୁଥିବା ବେଳେ ସୋମବାର ସରକାର ୪୪ ହଜାର ୭୯୩ କୋଟି ଟଙ୍କାର ପୁଞ୍ଜି ନିବେଶକୁ…
ଜୟପୁରରେ ହେବ OPSC ପରୀକ୍ଷା ଜୋନ୍
କଟକ,୬।୧: ଜୟପୁରରେ ହେବ OPSCର ନୂଆ ପରୀକ୍ଷା ଜୋନ୍। ଲିଖିତ ପରୀକ୍ଷା ପାଇଁ ଜୟପୁରରେ ହେବ ନୂଆ ଜୋନ୍ କରାଯିବ। ନୂଆ ପରୀକ୍ଷା ଜୋନ୍ କରାଯିବା…
ଭଟଲି ବିଧାୟକ ଇରାସିସ୍ ଆଚାର୍ଯ୍ୟ ନିର୍ଦ୍ଦୋଷ ସାବ୍ୟସ୍ତ
ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିରେ ଗତ ୨୦୧୮ ମସିହାରେ ସଂଘଟିତ ଏକ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ବର୍ତ୍ତମାନର…
ନାବାଳିକା ଝିଅଙ୍କୁ ବଳାତ୍କାର, ଅଭିଯୁକ୍ତ ବାପାଙ୍କୁ ଆଜୀବନ ଜେଲ
ଭୁବନେଶ୍ୱର,୬ା୧(ସୂର୍ଯ୍ୟକାନ୍ତ ବେହେରା): ନାବାଳିକା ଝିଅଙ୍କୁ ବଳାତ୍କାର କରିବା ଅଭିଯୋଗରେ ଜଣେ ଅଭିଯୁକ୍ତ ବାପାଙ୍କୁ ଭୁବନେଶ୍ୱର ଅତିରିକ୍ତ ଜିଲା ଦୌରାଜଜ ତଥା ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ (ପୋକ୍ସୋ-୧)…
ବିମାନ ଚଳାଚଳ ହବ୍ ପାଲଟିବ ଓଡ଼ିଶା, ସରକାର ନେଲେ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର,୬ା୧: ରାଜ୍ୟକୁ ଭାରତରେ ଏକ ପ୍ରମୁଖ ବିମାନ ଚଳାଚଳ କେନ୍ଦ୍ର ଭାବରେ ରାଜ୍ୟ ପ୍ରତିଷ୍ଠା ଦିଗରେ ଓଡିଶା ସରକାର ଏକ ପ୍ରମୁଖ ପଦକ୍ଷେପ ନେଇଛନ୍ତି। ବାଣିଜ୍ୟ…
ରାଇକିଆ ଭାଜପା ନୂତନ ମଣ୍ଡଳ ସଭାପତିଙ୍କୁ ସମ୍ବର୍ଦ୍ଧନା: କହିଲେ ଭାଜପା ଭରସା କରିଥିବାରୁ …
ରାଇକିଆ,୬।୧(ପ୍ରଦିପ ବେହେରା):କନ୍ଧମାଳ ଜିଲା ରାଇକିଆ ଭାଜପାର ୧୭ ନମ୍ବର ଜୋନ୍ର ମଣ୍ଡଳ ସଭାପତି ଭାବେ ସନ୍ତୋଷ ପାତ୍ରଙ୍କୁ ମନୋନୀତ କରାଯାଇଅଛି । ରାଜ୍ୟ ଭାଜପା ତରଫରୁ…
ଦୀର୍ଘଦିନ ବ୍ୟବଧାନ ପରେ ଗ୍ରୀନବାଡ଼ିରେ ଅବକାରୀ ବିଭାଗର ଚଢ଼ାଉ:ମିଳିଲା…
ଦାରିଙ୍ଗବାଡି,୬।୧(ଅରୁଣ ସାହୁ): ଦୀର୍ଘଦିନ ବ୍ୟବଧାନ ପରେ ଦାରିଙ୍ଗବାଡି ଅବକାରୀ ବିଭାଗ ପକ୍ଷରୁ ଗ୍ରୀନବାଡି ପଞ୍ଚାୟତ ଅଞ୍ଚଳରେ ଚଢ଼ାଉ କରାଯାଇଛି। ଚୋରାମଦ କାରବାର ନେଇ ଅବକାରୀ ବିଭାଗ…
୩ ବର୍ଷ ବିତି ଯାଇଥିଲେ ସୁଧା କାର୍ଯ୍ୟ ସିଖିପାରିଲେ ନାହିଁ ପୌରାଧ୍ୟକ୍ଷା: ଅନାସ୍ଥା ପ୍ରସ୍ତାବ ଆଣିଲେ…
ଭୁବନେଶ୍ୱର,୬।୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ପୌରାଧ୍ୟକ୍ଷାଙ୍କ ବିରୋଧରେ ସୋମବାର ଅନାସ୍ଥା ପ୍ରସ୍ତାବ ଆଗତ ହୋଇଛି। ବିଜେଡି ପୌରାଧ୍ୟକ୍ଷ ଯାଜ୍ଞସେନୀ ଓରାମଙ୍କ ବିରୋଧରେ ଏହି ଅନାସ୍ଥା ପ୍ରସ୍ତାବ…