Wednesday, February 19, 2025
Home Home ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

by
0 comment

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି ଥରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ମେ’ ୬ରେ ମୋଦି ଓଡ଼ିଶା ଆସିବେ ବୋଲି ଜଣାପଡିଛି। ସେଦିନ ସେ ସକାଳ ୧୦ଟା ବ୍ରହ୍ମପୁରରେ ଏକ ଜନସଭାକୁ ସମ୍ବୋଧିତ କରିବେ। ଏହାପରେ ଅପରାହ୍ପ ୧୨.୩୦ରେ ସେ ନବରଙ୍ଗପୁରରେ ଏକ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ରାଜ୍ୟ ଭାଜପା ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ବଲାଙ୍ଗୀର ଲୋକସଭା ଭାଜପା ପ୍ରାର୍ଥୀ ସଙ୍ଗୀତାଙ୍କ ସମ୍ପତ୍ତି ୫୦.୯୨ କୋଟି

ବଲାଙ୍ଗୀର, ୧ା୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟରେ ୨୦୨୪ ନିର୍ବାଚନ ସକାଶେ…

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ…

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର…

୭ ବେଳକୁ ସାରା ରାଜ୍ୟରେ କମିବ ତାତି!

ଭୁବନେଶ୍ୱର,୧।୫: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ତା’ ମଧ୍ୟରୁ ଦୁଇ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ।…

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ…

ଥମୁନି ଶିମିଳିପାଳ ବନାଗ୍ନି

ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ…

ପାଣ୍ଡିଆନଙ୍କୁ କଡ଼ା ସମାଲୋଚନା କଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧।୫: ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିଛନ୍ତି ଭାଜପା ନେତା ତଥା ବ୍ରହ୍ମପୁରରୁ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ଯଦି ତାଙ୍କ…

ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଝରିଗାଁ,୧।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ):ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍‌ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od