Friday, February 21, 2025
Home Home ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ, ଫାଟିଲା ଗ୍ୟାସ ସିଲିଣ୍ଡର

ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ, ଫାଟିଲା ଗ୍ୟାସ ସିଲିଣ୍ଡର

by
0 comment

ଭୁବନେଶ୍ୱର,୧୬।୫:ରାତି ଅଧରେ ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଯାଇଛି । ମଞ୍ଚେଶ୍ୱର ଥାନା ପାଣ୍ଡରା ଛକ ନିକଟରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ଟି ଦୋକାନ ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ଗୋଟିଏ ବାଇକ ମଧ୍ୟ ନିଆଁରେ ଜଳି ପୋଡ଼ି ପାଉଁଶ ହୋଇଯାଇଛି।

ଆଶଙ୍କା କରାଯାଉଛି ଯେ, ପ୍ରଥମେ ଏକ ଫାଷ୍ଟ ଫୁଡ ଦୋକାନରେ ସର୍ଟସର୍କିଟରୁ ନିଆଁ ଲାଗିଥିଲା । ପରେ ଦୁଇଟି ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହେବାରୁ ଅଗ୍ନିକାଣ୍ଡ ବ୍ୟାପକ ରୂପ ଧାରଣ କରିଥିଲା । ଖବର ପାଇ ପୋଲିସ ଏବଂ ଅଗ୍ନିଶମ ବାହିନୀ ଦୁଇଟି ଟିମ ପହଞ୍ଚି ନିଆଁକୁ ଆୟତ କରିଥିଲେ। ଅଗ୍ନିକାଣ୍ଡର ପ୍ରକୃତ କାରଣ ଏଯାଏଁ ସ୍ପଷ୍ଟ ହୋଇ ପାରୁନାହିଁ ।

ଭୁବନେଶ୍ୱରରେ ଜେପି ନଡ୍ଡା

ଭୁବନେଶ୍ୱର,୧୫ା୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛନ୍ତି। ପରେ ଏକ ହୋଟେଲରେ ଭାଜପା ମହିଳା କାର୍ଯ୍ୟକର୍ତ୍ତାଙ୍କ…

କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା, ୬ ମୃତ

କେନ୍ଦୁଝର,୧୫ା୫: ବୁଧବାର ଚମ୍ପୁଆ ଥାନା ରିମୁଳି ବାଇପାସ୍‌ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ସିରିଜ ଦୁର୍ଘଟଣାରେ ୫ ଜଣ ପ୍ରାଣ ହରାଇଛନ୍ତି। କେନ୍ଦୁଝରରୁ ବଡ଼ବିଲ କାର୍…

ନବୀନଙ୍କ ଉପରେ ଖୁବ୍‌ ବର୍ଷିଲେ ଶାହା

ଭଞ୍ଜନଗର,୧୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାରେ ବୁଧବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ସମାବେଶ ହୋଇଥଲା। ଏଥିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମୁଖ୍ୟ…

କଟକରେ ଶାହାଙ୍କ ରୋଡ୍‌ ଶୋ’

କଟକ,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା…

Advertisement

ଧରିତ୍ରୀ କାର୍ଟୁନ

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od