ଭୁବନେଶ୍ୱର,୧୫।୭: ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଅଭିଯୋଗ ଆଣି ଚର୍ଚ୍ଚାରେ ଥିବା ଆସିଷ୍ଟାଂଟ ସେକ୍ସନ ଅଫିସର(ଏଏସଓ) ବୈକୁଣ୍ଠନାଥ ପ୍ରଧାନଙ୍କୁ ଆଜି ରାଜ୍ୟ ସରକାର ବଦଳି କରିଛନ୍ତି । ଏନେଇ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ହୋଇଛି। ତାଙ୍କୁ ତତ୍କାଳ ପ୍ରଭାରୁ ଗୃହ ବିଭାଗକୁ ବଦଳି କରାଯାଇଛି। ସଂସଦୀୟ ବ୍ୟାପାର ବିଭାଗରେ କାର୍ଯ୍ୟରତ ବୈକୁଣ୍ଠନାଥ ପ୍ରଧାନଙ୍କୁ ରାଜଭବନକୁ ଡେପୁଟେଶନରେ ଯାଇଛନ୍ତି ।
ଅଭିଯୋଗ ଶୁଣାଣିକୁ ନେଇ ମନମୋହନ କହିଲେ, ପ୍ରତି ସୋମବାର…
ଭୁବନେଶ୍ୱର,୧୫।୭: ଅଭିଯୋଗ ପ୍ରକୋଷ୍ଠରେ ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି। ତେବେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ…
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଏବେ ଏହି ବିଭାଗରେ…
ଭୁବନେଶ୍ୱର,୧୫।୭: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ସୋମବାର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଆହୁଜାଙ୍କ ଓଡ଼ିଶା ଷ୍ଟେଟ୍ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ଚେୟାରମ୍ୟାନର ଦାୟିତ୍ୱ ମିଳିଛି।…
ସିଂହଦ୍ୱାରରେ ଲାଗିଲା ତିନି ରଥ, ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼
ପୁରୀ,୧୫।୭: ସିଂହଦ୍ୱାରରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ସିଂହଦ୍ୱାରରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼…
ରତ୍ନଭଣ୍ଡାର ଭିତରେ କ’ଣ ସବୁ ରହିଛି, ରହସ୍ୟ ଖୋଲିଲେ ସେବାୟତ, କହିଲେ ଭିତରେ ୫ଟି…
ଭୁବନେଶ୍ୱର,୧୫।୭: ଦୀର୍ଘ ୪୬ବର୍ଷ ପରେ ରବିବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଛି। ତେବେ ରତ୍ନଭଣ୍ଡାର ଭିତରେ କ’ଣ ରହିଛି ତାକୁ ଜାଣିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ…
ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର, ମିଳିଲା ଏହି ଦାୟିତ୍ୱ
ଭୁବନେଶ୍ୱର,୧୫।୭: ଆଇପିଏସ ଡିଏସ କୁଟ୍ଟେଙ୍କୁ ରାଜ୍ୟ ଗୃହ ବିଭାଗ ଓଏସଡି ଭାବେ ନିଯୁକ୍ତି ମିଳିଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିଲମ୍ବନ…
ମାଉସୀ ମା’ ଘରେ ପୋଡ଼ ପିଠା ଖାଇଲେ ବଡ଼ ଠାକୁର
ପୁରୀ,୧୫।୭: ମାଉସୀ ମା’ ମନ୍ଦିର ପାଖରେ ବଡ଼ଠାକୁରଙ୍କ ତାଳଧ୍ୱଜ ରଥ ପହଞ୍ଚିଛି। ପରେ ସେଠାରେ ବଡ ଠାକୁରଙ୍କୁ ପୋଡ ପିଠା ଲାଗି କରାଯାଇଛି। ବଡ଼ ଠାକୁରଙ୍କ…
ପାଣ୍ଡିଆନଙ୍କ ଖାସ୍ ରବି କାନ୍ତଙ୍କୁ ହଟାଇଲେ ରାଜ୍ୟ ସରକାର, ଦେଲେ ଏହି ଦାୟିତ୍ୱ
ଭୁବନେଶ୍ୱର,୧୫।୭: ରାଜ୍ୟର ଭାଜପା ସରକାର ଆଜି ନୂଆଦିଲ୍ଲୀସ୍ଥିତ ଆବାସିକ କମିଶନର ପଦବୀରୁ ଆଇପିଏସ ରବିକାନ୍ତଙ୍କୁ ହଟାଇ ଦେଇଛନ୍ତି । ସେ କାର୍ତ୍ତିକ ପାଣ୍ଡିଆନଙ୍କ ଖାସ ଅନୁଗତ…
ଦରଦାମ ବୃଦ୍ଧି ଉପରେ ନିୟନ୍ତ୍ରଣ ନେଇ ଏମିତି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର,୧୫।୭: ଦରଦାମ ବୃଦ୍ଧି ଉପରେ ନିୟନ୍ତ୍ରଣ ପାଇଁ କଟକ ଭୁବନେଶ୍ୱର ସମେତ ସବୁ ଜିଲାରେ ଶୀଘ୍ର ମଣ୍ଡି ଖୋଲିବ। ଏ ନେଇ ସୋମବାର କହିଛନ୍ତି ଖାଦ୍ୟ…