Friday, February 14, 2025
Friday, February 14, 2025
Home Home Left ରାଜ୍ୟରେ ବଢିବ କି ମଦ ଦର: ଜାଣନ୍ତୁ କ’ଣ କହିଲେ ପୃଥ୍ବୀରାଜ ହରିଚନ୍ଦନ

ରାଜ୍ୟରେ ବଢିବ କି ମଦ ଦର: ଜାଣନ୍ତୁ କ’ଣ କହିଲେ ପୃଥ୍ବୀରାଜ ହରିଚନ୍ଦନ

by
0 comment

ଭୁବନେଶ୍ୱର,୨୮।୧୨: ରାଜ୍ୟରେ ବଢିବ କି ମଦ ଦର? ମଦ ଦର ବୃଦ୍ଧି ନେଇ ଅବକାରୀ ମନ୍ତ୍ରୀଙ୍କ ପ୍ରତିକ୍ରିୟା ପରେ ଦର ବଢ଼ିବାକୁ ନେଇ ପ୍ରଶ୍ନ ଉଠିଛି। ମଦ ଦର ବୃଦ୍ଧି ନେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ଦେଇ  କହିଛନ୍ତି, ମଦ ଦର ବୃଦ୍ଧି ନେଇ ପ୍ରାଇସ ଫିକ୍ସେଶନ କମିଟି ରିପୋର୍ଟ ଆସିଛି। ଏହା ଉପରେ ସରକାର ନିଷ୍ପତ୍ତି ନେବେ ।

ସମସ୍ତ ଷ୍ଟେକ୍‌ ହୋଲଡରଙ୍କ ସହ ଆଲୋଚନା କରି ଫିକ୍ସେସନ କମିଟି ନିଷ୍ପତ୍ତି ନିଏ । ୩ଦିନ ତଳେ ଏହି କମିଟି ବସିଥିବା ବେଳେ ମଦ ଦର ବୃଦ୍ଧି ନେଇ ନିଷ୍ପତ୍ତି ଆସିଛି । ଏହା ଉପରେ ରାଜ୍ୟ ସରକାର ବିଚାର କରିବେ ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନ ।

ଆଜି ଏସବୁ ଜିଲାକୁ ବର୍ଷା, ଆସନ୍ତାକାଲି ବି ବର୍ଷିବ

ଭୁବନେଶ୍ୱର,୨୮ା୧୨: ଶନିବାର ଓ ଆସନ୍ତାକାଲି ୨ ଦିନ ଧରି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ପଶ୍ଚିମା ଝଡ଼ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର…

ଧାନର ଉଚିତ ମୂଲ୍ୟ, କଟ୍‌ନି ଛଟ୍‌ନି ବନ୍ଦ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ, ଦାବି ପୂରଣ ନ ହେଲେ ଆହୁରି…

କେସିଙ୍ଗା,୨୮ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଚାଷୀଙ୍କ ଅମଳ ଧାନର ଉଚିତ୍‌ ମୂଲ୍ୟ ପ୍ରଦାନ ଓ କଟ୍‌ନି ଛଟ୍‌ନ ବନ୍ଦ ବାବଦକୁ ନେଇ କେସିଙ୍ଗା…

ରାସ୍ତାକଡ଼ରେ ପଡ଼ିଛି ବହୁ ମୂଲ୍ୟବାନ ଔଷଧ , ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଜାରି

ଦିଗପହଣ୍ଡି,୨୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ବିଜୟ ଆଦିକନ୍ଦପୁର – ତେଲିଆପଲ୍ଲୀ ଗ୍ରାମ ନିକଟ ରାସ୍ତାକଡରେ ପଡ଼ିଥିବା ବହୁସଂଖ୍ୟକ ମୂଲ୍ୟବାନ…

ରାଶନ କାର୍ଡ ହାତେଇଛନ୍ତି ୪୦ ଲକ୍ଷ ଭୂତ ହିତାଧିକାରୀ:ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ…

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର):ରାଜ୍ୟରେ ବହୁ ସଂଖ୍ୟାରେ ଭୂତ ହିତାଧିକାରୀ ରାଶନ କାର୍ଡ ହାତେଇଥିବା ବିଷୟ ଅନେକ ସମୟରେ ଆଲୋଚନା ହୋଇଆସୁଛି। ତେବେ ସରକାର ଖୁବ୍‌ଶୀଘ୍ର ଭୂତ ହିତାଧିକାରୀଙ୍କୁ…

ପୁଣି ବର୍ଷା ସମ୍ଭାବନା: ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା):ପଶ୍ଚିମା ଝଡ଼ ପ୍ରଭାବରେ ୨୮ରୁ ୩୦ ତାରିଖ ମଧ୍ୟରେ ଉତ୍ତର ତଥା ଉତ୍ତର-ପଶ୍ଚିମ ଓଡ଼ିଶାର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା…

ଲ’ କମିଶନ ଗଠନ କଲେ ରାଜ୍ୟ ସରକାର:ଜଷ୍ଟିସ ବିଶ୍ୱନାଥ ରଥ ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ରାଜ୍ୟ ସରକାର ଲ’ କମିଶନ ଗଠନ କରିଛନ୍ତି। ଏ ନେଇ ଆଇନ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ…

ପୁରୀ ସମୁଦ୍ରରେ ନିଖୋଜ ଯୁବକଙ୍କ ମୃତଦେହ ମିଳିଲା

ପୁରୀ,୨୭ା୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ଗୁରୁବାର ଗାଧୋଉଥିବାବେଳେ ବରଗଡ଼ ଜିଲାର ଶୁଭ ପାତ୍ର ନାମକ ଯୁବକ ଭାସିଯାଇ ନିଖୋଜ ଥିଲେ। ଶୁକ୍ରବାର ଦିଗବାରେଣୀ ଖୁଣ୍ଟି…

ଅଖା ବନ୍ଧା ଅବସ୍ଥାରେ ନିଖୋଜ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ଗଜପତି,୨୭।୧୨(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିରେ ଘଟିଛି ରହସ୍ୟ ଜନକ ହତ୍ୟା କାଣ୍ଡ। ଦୁଇ ଦିନ ନିଖୋଜ ପରେ ଅଖା ବନ୍ଧା ଅବସ୍ଥାରେ…

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od