Friday, January 10, 2025
Friday, January 10, 2025
Home Home ରୟାଲ ଏନ୍‌ଫିଲ୍ଡର ନୂତନ ଅଭିଯାନ

ରୟାଲ ଏନ୍‌ଫିଲ୍ଡର ନୂତନ ଅଭିଯାନ

by
0 comment

ନୂଆଦିଲ୍ଲୀ,୨୦।୮: ଦେଶର ପ୍ରମୁଖ ଦୁଇ ଚକିଆ ଯାନ ତଥା ରୟାଲ ଏନ୍‌ଫିଲ୍ଡର ନୂତନ ଅଭିଯାନ ‘ରିଜିଓନାଲ ଟିଶାର୍ଟ କଲେକ୍ସନ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ନୂତନ ଆଞ୍ଚଳିକ/ରିଜିଓନାଲ ଟିସାର୍ଟ କଲେକ୍ସନକୁ ମଧ୍ୟ ସର୍ବଭାରତୀୟସ୍ତରରେ ଉନ୍ମୋଚନ (ଅନାବରଣ) କରାଯାଇଛି। ଅପରପକ୍ଷରେ ମୋଟରସାଇକ୍ଲିଙ୍ଗ୍‌ ପାଇଁ ବିବିଧତା ଓ ମିଳିତ ଆଗ୍ରହର ଏକ ସେଲିବ୍ରେଶନ ଜରିଆରେ ରୟାଲ ଏନ୍‌ଫିଲ୍ଡ ୧୬ଟି ଏକ୍ସକ୍ଲୁସିଭ ଡିଜାଇନ ଉପସ୍ଥାପନ କରିଛି, ପ୍ରତ୍ୟେକ ଡିଜାଇନ ସ୍ବତନ୍ତ୍ର ଐତିହ୍ୟ, ସଂସ୍କୃତି ଓ ଭିନ୍ନ ଭିନ୍ନ ଭାରତୀୟ ରାଜ୍ୟର ଉତ୍ସାହକୁ ଉତ୍ସର୍ଗ କରିଛି (ଶ୍ରଦ୍ଧାଞ୍ଜଳି ଜଣାଉଛି)। ପ୍ରତ୍ୟେକ ଡିଜାଇନ ସମ୍ପୃକ୍ତ ଅଞ୍ଚଳର ମହତ୍ତ୍ୱକୁ ଧାରଣ ସହ ନିଜର ମୂଳତ୍ୱକୁ ନେଇ ଗର୍ବ କରୁଥିବା ରାଇଡରମାନଙ୍କ ସହ ପ୍ରତିଧ୍ୱନିତ୍ୱ କରୁଛି। ସେହିଭଳି ଓଡିଶାର ରାଇଡରମାନେ ‘ବୁଲେଟ୍‌ ଟା କ’ଣ ହେଇଚି ମ’ ଟିସାର୍ଟ ସହିତ ନିଜର ଆଇକନିକ ମୋଟରସାଇକେଲ ପାଇଁ ନିଜର ସ୍ଥାନୀୟ ଗର୍ବ ଓ ଭଲ ପାଇବାକୁ ପ୍ରଦର୍ଶିତ କରିପାରିବେ। ଏପରିକି ଅତ୍ୟନ୍ତ ଯତ୍ନର ସହ ନିର୍ମିତ ଏହି ରାଜ୍ୟ ଅନୁପ୍ରାଣିତ ଟି-ଶାର୍ଟଗୁଡିକ ସ୍ଥାନୀୟ ଗର୍ବ ଓ ଗୌରବକୁ ଧାରଣ କରିଛି, ବିଶାଳ ସ୍ମାରକୀଠାରୁ ଆରମ୍ଭ କରି ଲୋକପ୍ରିୟ ଲ୍ୟାଣ୍ଡମାର୍କଗୁଡିକ ପର୍ଯ୍ୟନ୍ତ, ପ୍ରତ୍ୟେକ ଡିଜାଇନରେ ସୁନ୍ଦର ଭାବେ ବୁଣାଯାଇଥିବା ଆଇକନିକ ବୁଲେଟ୍‌-କ୍ଲାସିକ୍‌ର ତ୍ରୁଟିହୀନ ସିଲ୍‌ହୌଟେ ସହିତ ପ୍ରତ୍ୟେକ ଟିଶାର୍ଟ ନିଜ ଅଞ୍ଚଳର ଅନନ୍ୟ ଆକର୍ଷଣକୁ ହାଇଲାଇଟ୍‌ କରୁଛି। ସେହିପରି ଏହି ଟି-ଶାର୍ଟ କେବଳ କ୍ଲୋଥିଙ୍ଗ୍‌ଠାରୁ ଆଗକୁ ବଢିଛି, ଏହା ରାଜ୍ୟର ସ୍ବତନ୍ତ୍ର ଉତ୍ସାହ ଓ ଏହାର ଲୋକପ୍ରିୟ ଭାଷା ଏବଂ ଚାଳକଙ୍କ ବିଶ୍ୱସନୀୟ ରୟାଲ ଏନ୍‌ଫିଲ୍ଡର ଏକ ସେଲିବ୍ରେଶନ ପାଲଟିଛି, ମାତ୍ର ୯୯୦ ଟଙ୍କା ମୂଲ୍ୟର ଏହି ଟି-ଶାର୍ଟଗୁଡିକୁ ୧୦୦% ବିସିଆଇ କଟନରେ ଡିଜାଇନ କରାଯାଇଛି, ଯାହା ଆରାମ ଓ ଷ୍ଟାଇଲର ପ୍ରତିଶ୍ରୁତି ଦେଉଛି। ଏଗୁଡିକ ବାଧାହୀନ ଭାବେ ଖୋଲା ସଡକରୁ ପ୍ରତିଦିନର ଆଡ୍‌ଭେଞ୍ଚରକୁ ସ୍ଥାନାନ୍ତରିତ ହୋଇଥାଏ, ଯାହା ଏଗୁଡିକୁ ଯେ କୌଣସି ଚାଳକଙ୍କ ୱାର୍ଡରୋବ ପାଇଁ ଏକ ନିଶ୍ଚିତ ପୋଷାକରେ ପରିଣତ କରୁଛି।

ପିଏସ୍‌ବି କାର୍ଯ୍ୟଦକ୍ଷତା ସମୀକ୍ଷା କଲେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର, ୨୦।୮ (ଅନୁରାଧା ମହାରଣା): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ନୂଆଦିଲ୍ଲୀରେ ଆୟୋଜିତ ଏକ ବୈଠକରେ ଅଧ୍ୟକ୍ଷତା କରି ସରକାରୀ କ୍ଷେତ୍ରର ବ୍ୟାଙ୍କ(ପିଏସ୍‌ବି)ଗୁଡ଼ିକର କାର୍ଯ୍ୟଦକ୍ଷତାର ସମୀକ୍ଷା  କରିଛନ୍ତି।…

ଆଲିଶାନର ସୁପର ଆନୁଆଲ ସେଲ୍‌

ଭୁବନେଶ୍ୱର,୨୦।୮: ରାଜ୍ୟର ଅଗ୍ରଣୀ ପୁରୁଷ ପରିଧାନ ବ୍ରାଣ୍ଡ୍‌ ତଥା ଭୁବନେଶ୍ୱରର ପ୍ରମୁଖ ଗାର୍ମେଣ୍ଟ ଶୋ’ରୁମ୍‌ ‘ଆଲିଶାନ’ର ବହୁ ପ୍ରତୀକ୍ଷିତ ‘ସୁପର ଆନୁଆଲ ସେଲ୍‌’ର ଶୁଭାରମ୍ଭ ନିକଟରେ…

୧୨ ହଜାର କୋଟିର ରାଖୀ ବ୍ୟବସାୟ

ଭୁବନେଶ୍ୱର, ୧୯।୮ (ଅନୁରାଧା ମହାରଣା): ରାଖୀପୂର୍ଣ୍ଣିମାକୁ ନେଇ ଭାଇ-ଭଉଣୀଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ ମିଳୁଥିବାବେଳେ ରାଖୀ ଚୟନରେ ଲୋକଙ୍କ ପସନ୍ଦ ବଦଳିଛି। ଚଳିତ ବର୍ଷ ଚାଇନା…

ବଜାରରେ ଜେଲିଓର ନୂତନ ମଡେଲ

ଭୁବନେଶ୍ୱର,୧୯।୮: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ଇ-ବାଇକ ନିର୍ମାତା (କମ୍ପାନୀ) ‘ଜେଲିଓ’ର ନୂତନ ମଡେଲ ‘ଅଲ ନ୍ୟୁ ମିଷ୍ଟ୍ରି’ର ଅନାବରଣ ନିକଟରେ ହୋଇଯାଇଛି। ଏପରିକି…

ଭିଏଏସ୍‌ପିଏଲ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୧୯।୮: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଭିଟା ଆଲକାଲି ସଲ୍ୟୁସନ୍‌ ପ୍ରାଇଭେଟ ଲିମିଟେଡ (ଭିଏଏସ୍‌ପିଏଲ୍‌)ର ନୂତନ ଉତ୍ପାଦ ‘ଆକ୍ୱା ଭିଟା’ର ଅନାବରଣ (ପ୍ରଡକ୍ଟ ଲଞ୍ଚ) ନିକଟରେ…

ଜେଏସ୍‌ଡବ୍ଲ୍ୟୁ ପେଣ୍ଟ୍‌ସର ନୂତନ ଅଭିଯାନ

ନୂଆଦିଲ୍ଲୀ,୧୯।୮: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଜେଏସ୍‌ଡବ୍ଲ୍ୟୁ ପେଣ୍ଟ୍‌ସର ନୂତନ ଅଭିଯାନ ଏବଂ ଟିଭି କମର୍ସିଆଲ (ଟିଭିସି)ର ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଏକ…

ବେଆଇନ କାରବାରରୁ ରାଜସ୍ବ ହ୍ରାସ

ନୂଆଦିଲ୍ଲୀ,୧୯।୮: କ୍ରମାଗତ ଭାବେ ଉଭୟ ଘରୋଇ ଓ ଅନ୍ତଃରାଷ୍ଟ୍ରୀୟ ବଜାରରେ ବେଆଇନ ସିଗାରେଟ କାରବାର ପାଇଁ ସରକାର ମୋଟା ଅଙ୍କର ରାଜସ୍ବ ହରାଉଛନ୍ତି। ଏପରିକି ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od