Monday, February 24, 2025
Home Latest ସମସ୍ତଙ୍କୁ ସଚେତନ କରାଯାଉଛି, ଖୁବ୍ ଶୀଘ୍ର ସ୍କୁଲଗୁଡ଼ିକୁ ତାଗିଦ୍ କରାଯିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ସମସ୍ତଙ୍କୁ ସଚେତନ କରାଯାଉଛି, ଖୁବ୍ ଶୀଘ୍ର ସ୍କୁଲଗୁଡ଼ିକୁ ତାଗିଦ୍ କରାଯିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

by
0 comment

ସମସ୍ତଙ୍କୁ ସଚେତନ କରାଯାଉଛି, ଖୁବ୍ ଶୀଘ୍ର ସ୍କୁଲଗୁଡ଼ିକୁ ତାଗିଦ୍ କରାଯିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ସ୍କୁଲକୁ ଛାତ୍ରଛାତ୍ରୀ ଦୁଇ ଚକିଆ ଯାନ ନେଇ ଆସିବା ପ୍ରସଙ୍ଗ

odishabytes.com

ଭୁବନେଶ୍ବର: ସ୍କୁଲକୁ ଛାତ୍ରଛାତ୍ରୀ ଦୁଇ ଚକିଆ ଯାନ ନେଇ ଆସିବା ପ୍ରସଙ୍ଗରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ ସଚେତନ କରାଯାଉଛି। ଖୁବ୍ ଶୀଘ୍ର ସ୍କୁଲଗୁଡ଼ିକୁ ତାଗିଦ୍ କରାଯିବ। ଏନେଇ ବିଭାଗୀୟ ଅଧିକାରୀ ଓ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରାଯିବ। ଛାତ୍ରଛାତ୍ରୀ ଦୁଇ ଚକିଆ ଯାନ ନେଇ ଆସିବା ଦ୍ୱାରା ଦୁର୍ଘଟଣାର ଶିକାର ହେଉଛନ୍ତି।

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

ଆମ ସରକାର ଓଡ଼ିଆ ଭାଷାକୁ ଗୁରୁତ୍ୱ ଦେଉଛନ୍ତି। ଏଦୃଷ୍ଟିରୁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ମଧ୍ୟ ଏହାକୁ ଲାଗୁ କରିବ ବୋଲି ମଧ୍ୟ ମନ୍ତ୍ରୀ କହିଛନ୍ତି।

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od