Monday, January 27, 2025
Home cm mohan charan majhi ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦିନ ଖାତାକୁ ଆସିବ ‘ସୁଭଦ୍ରା’ର ଦ୍ୱିତୀୟ କିସ୍ତି

ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦିନ ଖାତାକୁ ଆସିବ ‘ସୁଭଦ୍ରା’ର ଦ୍ୱିତୀୟ କିସ୍ତି

by
0 comment

କଟକ,୨୬ା୧: ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କଟକସ୍ଥିତ ବିଡ଼ାନାସୀଠାରେ ପତାକା ଉତ୍ତୋଳନ କରିଛନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ମହିଳାମାନଙ୍କୁ ଆସନ୍ତା ମାର୍ଚ୍ଚ ୮ରେ ‘ସୁଭଦ୍ରା’ର ଦ୍ୱିତୀୟ କିସ୍ତି ଟଙ୍କା ମିଳିବ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହେଉଛି। ବର୍ତ୍ତମାନ ସୁଦ୍ଧା ୮୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇସାରିଲାଣି। ଏଥିରୁ କେହି ବାଦ୍‌ ପଡ଼ିବେ ନାହିଁ। ସର୍ଭେ ଚାଲିଛି। ଯୋଗ୍ୟ ହିତାଧିକାରୀମାନଙ୍କୁ ନିଶ୍ଚିତ ସୁଭଦ୍ରା ଟଙ୍କା ମିଳିବ।

କଟକରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

କଟକ,୨୬ା୧: ରବିବାର ସାରା ରାଜ୍ୟରେ ପାଳନ ହେଉଛି ୭୬ତମ ସାଧାରଣତନ୍ତ୍ର ଦିବସ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ବିଡ଼ାନାସୀଠାରେ ପତାକା ଉତ୍ତୋଳନ…

ରାଜ୍ୟର ସଫଳତା ନବୀନଙ୍କ ସୁଶାସନର ପ୍ରତିଫଳନ: ବିଜେଡି

ଭୁବନେଶ୍ୱର,୨୬।୧ (ଅନିଲଦାସ): ନୀତି ଆୟୋଗଙ୍କ ଦ୍ୱାରା ପ୍ରକାଶିତ ୨୦୨୫ର ବିତ୍ତୀୟ ସ୍ବାସ୍ଥ୍ୟସୂଚୀରେ, ଓଡ଼ିଶା ଦେଶର ସମସ୍ତ ରାଜ୍ୟକୁ ପଛରେ ପକାଇ ଶୀର୍ଷସ୍ଥାନରେ ରହିଛି। ଏହି ରିପୋର୍ଟକୁ…

ସରକାରଙ୍କ ଅବହେଳା ଯୋଗୁ ମହାମାରୀ ରୂପନେଲା ଝାଡ଼ାବାନ୍ତି : କଂଗ୍ରେସ

ଭୁବନେଶ୍ୱର,୨୬।୧(ଅନିଲ ଦାସ): ସରକାର ବିଶେଷକରି ପୁରୀ ଜିଲା ପ୍ରଶାସନର ଅବହେଳା ଯୋଗୁ କଣାସ ଅଞ୍ଚଳରେ ଝାଡ଼ାବାନ୍ତି ମହାମାରୀର ରୂପ ନେଇଛି ବୋଲି ପିସିସି ତଥ୍ୟ ଅନୁସନ୍ଧାନକାରୀ…

ଉତ୍କର୍ଷ ଓଡ଼ିଶା ୨୦୨୫: ସ୍ବପ୍ନ ସାକାର ପାଇଁ ପ୍ରବେଶପଥ

କୃତିକ ସମ୍ପଦରେ ପରିପୂର୍ଣ୍ଣ ଓଡ଼ିଶାର ସାମଗ୍ରିକ ବିକାଶରେ ଆରମ୍ଭ ହେବାକୁଯାଉଛି ଏକ ସମ୍ପୂର୍ଣ୍ଣ ନୂଆ ଯୁଗ। ବିକଶିତ ଓଡ଼ିଶାର ସ୍ବପ୍ନ ସାକାର ପାଇଁ ରାଜ୍ୟ ସରକାର…

ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୧: ୭୬ତମ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଦେଶ ପାଇଁ…

ଟୁବି ଫେରିଘାଟରେ ତହସିଲଦାରଙ୍କ ଚଢ଼ାଉ

ମହାକାଳପଡ଼ା,୨୬ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର-ଖରିନାଶି ଟୁବି ଫେରିଘାଟ ଡଙ୍ଗା ଚଳାଚଳକୁ ନେଇ ଉଭୟ ପଞ୍ଚାୟତ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା।…

ଖାଲିଥିବା ୨୬୧ ଅଣବୈଷୟିକ, ବୈଷୟିକ କର୍ମଚାରୀ ନିଯୁକ୍ତ ହେବେ

ଭୁବନେଶ୍ୱର,୨୬ା୧(ଅନିଲ ଦାସ): ଓଡ଼ିଶା ଉଠା ଜଳସେଚନ ନିଗମ (ଓଏଲ୍‌ଆଇସି)ର ୨୦୭ତମ ବୋର୍ଡ ଅଫ୍‌ ଡାଇରେକ୍ଟର୍ସ ବୈଠକ ଶୁକ୍ରବାର ଉନ୍ନୟନ କମିଶନର ଏବଂ ଜଳସମ୍ପଦ ବିଭାଗର ଅତିରିକ୍ତ…

ପୋଲିସ ବିଭାଗରେ ଓଡ଼ିଶାରୁ ୧୯ ଜଣଙ୍କୁ ପଦକ

ଭୁବନେଶ୍ୱର,୨୬ା୧(ସୂର୍ଯ୍ୟକାନ୍ତ ବେହେରା): ସାଧାରଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଶନିବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସାହାସିକତା, ଉଲ୍ଲେଖନୀୟ କାର୍ଯ୍ୟ ଓ ବିଶିଷ୍ଟ ସେବା ପାଇଁ ବିଭିନ୍ନ ସେବା…

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od