ଭୁବନେଶ୍ୱର,୧୭।୬(ଅସମାପିକା ସାହୁ): ଆସନ୍ତାକାଲି ସରୁଛି ଖରାଛୁଟି। ଏହାରି ମଧ୍ୟରେ ସ୍କୁଲ ଖୋଲିବାକୁ ନେଇ ବଡ଼ ଅପଡେଟ୍ ଆସିଛି। ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲାପାଳମାନେ ସ୍କୁଲ ଛୁଟି ନିଷ୍ପତ୍ତି ନେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।
ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲାପାଳମାନେ ନିଜ ନିଜ ଜିଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମରୁ ଦାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତ୍ତନ କରିବେ।ଏହି ନିର୍ଦେଶ ଆଗାମୀ ୨୦ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।
ମିଶନ ଶକ୍ତି ଜାରି ରହିବ ନା ବନ୍ଦ ହୋଇଯିବ? ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୬: ମିଶନ ଶକ୍ତି ବିଭାଗର ଅଧିକାରୀଙ୍କ ସହ ସୋମବାର ଆଲୋଚନା ପରେ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା।…
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା
ଭୁବନେଶ୍ୱର,୧୭।୬: ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି…
ପାଣିପାଗ ବିଭାଗର ସୂଚନା, ଆଗାମୀ ୫ ଦିନ ଯାଏଁ ଓଡ଼ିଶାରେ ବର୍ଷା ସମ୍ଭାବନା
ଭୁବନେଶ଼୍ବର, ୧୭।୬: ଓଡ଼ିଶାର ଉପକୂଳ ଅଞ୍ଚଳରେ ଆହୁରି ୩ରୁ ୪ ଦିନ ତାତି ଅନୁଭୂତ ହେବ । ସମ୍ପୂର୍ଣ୍ଣ ଓଡ଼ିଶାରେ ମୌସୁମୀ ଅଗ୍ରସର ହେବାକୁ ଆହୁରି…
ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ
ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ…
ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧୭।୬: ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
ଶଙ୍ଖ ଭବନରେ ବସିବ ବୈଠକ, ଚୟନ ହେବେ ବିଧାୟକ ଦଳ ନେତା
ଭୁବନେଶ଼୍ବର, ୧୭।୬: ଆସନ୍ତା ୧୯ ତାରିଖ ଦିନ ବିଜୁ ଜନତା ଦଳର ବିଧାୟକମାନଙ୍କୁ ନେଇ ବୈଠକ ବସିବ । ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ଏହି…
ସ୍କୁଲ ଖୋଲିବ ନା ଘୁଞ୍ଚିବ ଛୁଟି: ଜାଣନ୍ତୁ କେବେ ନିଆଯିବ ନିଷ୍ପତ୍ତି
ଭୁବନେଶ୍ୱର, ୧୭।୬: ରାଜ୍ୟରେ ଏବେ ଅସମ୍ଭାଳ ତାତି ଅନୁଭୂତ ହେଉଛି। ଓଡ଼ିଶାକୁ ଏଥର ଆଗଆ ମୌସୁମୀ ପ୍ରବେଶ କରିଥିଲେ ହେଁ ବର୍ଷା ଟିକେ ହେଉନାହିଁ। ସକାଳ…
ଜୁନ୍ ୧୮ରେ କୃଷକଙ୍କ ଖାତାକୁ ଆସିବ ଟଙ୍କା: କେଉଁ ଜିଲାରେ କେଉଁ ମନ୍ତ୍ରୀ ଉପସ୍ଥିତ ରହିବେ ଆସିଲା ଲିଷ୍ଟ
ଭୁବନେଶ୍ୱର,୧୭।୬: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୧୮ ଜୁନରେ ଉତ୍ତରପ୍ରଦେଶର ବାରାଣସୀରୁ ବଣ୍ଟନ କରାଯିବ। ୧୭ତମ…