ଭୁବନେଶ୍ୱର,୧୯।୯: ରାଜ୍ୟର ସମସ୍ତ ଜିଲାରେ ମେଡିକାଲ କଲେଜ ହେବ। ଗୁରୁବାର ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସ ପ୍ରସ୍ତୁତ କରାଯାଇ କାର୍ଯ୍ୟ ଆରମ୍ଭ ହେବ ବୋଲି ସେ କହିଛନ୍ତି।
ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ଅଛି।ତାଳଚେର ଓ କନ୍ଧମାଳରେ ଆଉ ଦୁଇଟି ମେଡିକାଲ କଲେଜ ନିର୍ମାଣ ହେବ। ଏହାବାଦ ଅନ୍ୟ ସବୁ ଜିଲାରେ ବି ମେଡିକାଲ କଲେଜ ହେବ।‘ମେଡିକାଲ କଲେଜ ଏବଂ ଅଧ୍ୟାପକ ନିଯୁକ୍ତି ନେଇ ବ୍ୟବସ୍ଥା କରାଯାଉଛି।
ମେଜରଙ୍କୁ ଦୁର୍ବ୍ୟବହାର ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି, କହିଲେ କାହାରିକୁ ବି…
ଭୁବନେଶ୍ୱର,୧୯ା୯: ରାସ୍ତାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିବା ଘଟଣାର ତଦନ୍ତ ହେବ ବୋଲି ଗୁରୁବାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଓ୍ବାଇବି ଖୁରାନିଆ।…
ସମ୍ବଲପୁରୀ ଗାୟିକାଙ୍କ ମୃତ୍ୟୁକୁ ନେଇ ଉଠିଲା ପ୍ରଶ୍ନ, ଜଣେ ଗାୟକଙ୍କ ନାଁରେ ଅଭିଯୋଗ ଆଣିଲେ ପରିବାର ଲୋକେ
ସମ୍ବଲପୁର,୧୯ା୯: ସମ୍ବଲପୁରୀ ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍ସାନାଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଭୁବନେଶ୍ବରର ଏକ ମେଡିକାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର…
ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ବାହାରିଲା ନିଯୁକ୍ତି, ଲକ୍ଷେ ଯାଏଁ ରହିଛି ଦରମା…
ଭୁବନେଶ୍ୱର,୧୯।୯: ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ନିଯୁକ୍ତି ପ୍ରକାଶ ପାଇଛି। ଏନେଇ ଅଗଷ୍ଟ ୩୧ରେ ଘୋଷଣା କରାଯାଇଥିଲା।…
ଆଜିଠାରୁ ଭାରତ-ବାଂଲାଦେଶ ଟେଷ୍ଟ ସିରିଜ୍: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ଚେନ୍ନାଇ, ୧୯।୯ (ପି.ଟି.):ଭାରତ ଓ ବାଂଲାଦେଶ ମଧ୍ୟରେ ୨ ଟେଷ୍ଟ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ ଗୁରୁବାର ଏଠାରେ ଆରମ୍ଭ ହେବ। ବାଂଲାଦେଶ ଏହା ପୂର୍ବରୁ…
ମୁଖ୍ୟ ପ୍ରସଙ୍ଗରୁ ନଜର ହଟାଇବାକୁ ରାଜ୍ୟ ସରକାରଙ୍କ ପ୍ରୟାସ
ଭୁବନେଶ୍ୱର,୧୯।୯(ସୁନିତ୍ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ଓ ୧୦୦ ଦିନ ଅବଧିର ମୋହନ ସରକାର ରାଜ୍ୟବାସୀଙ୍କ ପ୍ରତି କେବଳ ଧୋକା । ପ୍ରଧାନମନ୍ତ୍ରୀ ତାଙ୍କ…
ମୁହଁ ଖୋଲିଲେ ସୁଜିତ୍: ରାଜ୍ୟବାସୀଙ୍କ ସେବା ପାଇଁ…
ଭୁବନେଶ୍ୱର, ୧୯।୯(ସୁନିତ୍ ମିଶ୍ର):କିଛିଦିନ ତଲେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ପୂର୍ବତନ ରାଜ୍ୟ ସଭା ସଦସ୍ୟ ସୁଜିତ୍ କୁମାର ବୁଧବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ରାଜ୍ୟ…
ଭାଜପା ସରକାରକୁ ପୂରିଛି ୧୦୦ ଦିନ: ସଫଳତା ବଖାଣିଲେ ମନମୋହନ
ଭୁବନେଶ୍ୱର, ୧୯।୯(ସୁନିତ୍ ମିଶ୍ର):ଦୀର୍ଘ ୬୦ ବର୍ଷ ପରେ ଏକମାତ୍ର ନେତା ଭାବେ ନରେନ୍ଦ୍ର ମୋଦି ୩ୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ…
୧୦୦ ଦିନରେ ଭାଜପାର ସଫଳତା ଅପେକ୍ଷା ବିଫଳତା ତାଲିକା ଲମ୍ବା
ଭୁବନେଶ୍ୱର,୧୯।୯(ଅନିଲ ଦାସ):ରାଜ୍ୟ ଭାଜପା ସରକାରଙ୍କ ୧୦୦ ଦିନର କାର୍ଯ୍ୟକ୍ରମରୁ ସ୍ପଷ୍ଟ ହେଉଛି ଯେ, ଏହି ସରକାର ସମୟରେ ଓଡ଼ିଶାର ବିକାଶ ଦୁଇ ପାଦ ପଛକୁ ଯିବ…