Posted inଜାତୀୟ
ହଟାଗଲା ୟାସିନ ମଲିକ, ମନମୋହନ ସିଂଙ୍କ ଫଟୋ ଥିବା ପୋଷ୍ଟର, କଂଗ୍ରେସକୁ ଭୋଟ ଦେବାକୁ କରାଯାଇଥିଲା ଅପିଲ
ନୂଆଦିଲ୍ଲୀ,୩୦।୪: ଆତଙ୍କବାଦ ପାଣ୍ଠି ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜାମ୍ମୁ କାଶ୍ମୀର ଲିବରେସନ ଫ୍ରଣ୍ଟ (ଜେ.କେ.ଏଲ.ଏଫ) ମୁଖ୍ୟ ୟାସିନ ମଲିକଙ୍କ ପୋଷ୍ଟରକୁ ଦିଲ୍ଲୀ ପୋଲିସ ହଟାଇ ଦେଇଛି । ପୋଷ୍ଟରରେ ୟାସିନ ମଲିକଙ୍କ ସହ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ନଜର ଆସିଛନ୍ତି ଏବଂ କଂଗ୍ରେସକୁ ଭୋଟ ଦେବାକୁ ଆବେଦନ କରାଯାଇଛି।
ଏନ୍କାଉଣ୍ଟରେ ୪ ମାଓବାଦୀ ନିପାତ
ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ…
ସିକ୍ରେଟ ଖୋଲିଲେ ମୋଦି
ନୂଆଦିଲ୍ଲୀ,୩୦।୪: ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଲାକୋଟ ଏୟାର ଷ୍ଟ୍ରାଇକ ସମ୍ପର୍କରେ ଏକ କାହାଣୀ ପ୍ରକାଶ କରିଛନ୍ତି। ୨୦୧୯ ବାଲାକୋଟ ଏୟାର…
କୋଟିପତି କଳ୍ପନା, ସ୍ବାମୀଙ୍କ ଅପେକ୍ଷା ରହିଛି ୪ ଗୁଣା ଅଧିକ ସମ୍ପତ୍ତି
ରାଞ୍ଚି,୩୦।୪: ଝାଡ଼ଖଣ୍ଡର ଗାଂଡେୟ ବିଧାନସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ନେତା ହେମନ୍ତ ସୋରେନଙ୍କ…
ପ୍ରିୟଙ୍କା ରାୟବରେଲିରୁ, ରାହୁଲ ଆମେଠିରୁ ଲଢିବେ ନାହିଁ ନିର୍ବାଚନ, ରହିଛି ଏହି କାରଣ
ନୂଆଦିଲ୍ଲୀ,୩୦।୪: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବଂ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଆମେଠୀ ଏବଂ ରାୟବରେଲି ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ…
କେଜ୍ରିଓ୍ବାଲ, ଆତିଶୀଙ୍କ ନାଁରେ ମାନହାନି ମାମଲା
ନୂଆଦିଲ୍ଲୀ,୩୦।୪: ଭାଜପା ଓ ଏହାର ସଦସ୍ୟମାନଙ୍କୁ ଅପମାନିତ କରିଥିବା ଅଭିଯୋଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଓ ମନ୍ତ୍ରୀ ଆତିଶୀଙ୍କ ବିରୋଧରେ ସୋମବାର ଦିଲ୍ଲୀର ଏକ ଅଦାଲତରେ…
ତଳକୋର୍ଟରେ ଜାମିନ ଆବେଦନ କରିନ କାହିଁକି
ନୂଆଦିଲ୍ଲୀ,୩୦ା୪(ପି.ଟି.): ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଗିରଫ ହୋଇ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ତଳ କୋର୍ଟରେ ଜାମିନ…
ପନ୍ନୁନଙ୍କୁ ହତ୍ୟା ପାଇଁ ହିଟ୍ ଟିମ୍କୁ ଲଗାଇଥିଲେ ର’ ଅଫିସର
ନୂଆଦିଲ୍ଲୀ,୩୦ା୪: ଆମେରିକା ମାଟିରେ ଖଲିସ୍ତାନୀ ଆତଙ୍କବାଦୀ ଗୁର୍ପତଓ୍ବନ୍ତ ସିଂ ପନ୍ନୁନଙ୍କୁ ହତ୍ୟା କରିବା ପାଇଁ ଭାରତ ଯୋଜନା କରିଥିଲା ବୋଲି ଅଭିଯୋଗ ହୋଇଆସୁଛି। ଆମେରିକା ଗଣମାଧ୍ୟମରେ ନିକଟରେ…
ତୃତୀୟ ପର୍ଯ୍ୟାୟରେ ୯% ମହିଳା ପ୍ରାର୍ଥୀ
ନୂଆଦିଲ୍ଲୀ, ୩୦।୪: ଆସନ୍ତା ମାସ ୭ରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୯୫ଟି ଲୋକ ସଭା ଆସନରେ ୧୩୫୨…