ଭୁବନେଶ୍ୱର,୧୦।୬: ବିଜେଡିର ଶୋଚନୀୟ ପରାଜୟ ପରେ ଏବେ ଭାଜପା ସରକାର ଗଢିବାକୁ ଯାଉଛି। ତେବେ ବିଜେଡି କାହାକୁ ବିରୋଧୀ ଦଳ ନେତା କରିବ ସେନେଇ ସବୁଠି ଚର୍ଚ୍ଚା ଚାଲିଛି। ଏନେଇ ନବୀନ ନିବାସରେ କିଛି ବରିଷ୍ଠ ନେତାଙ୍କୁ ନେଇ ବିଚାରବିମର୍ଶ କରାଯାଇଛି।
ମିଳିଥିବା ସୂଚନା ଅନୁସାରେ, ବିଜେଡିର ସବୁ ବିଧାୟକ ଓ ବରିଷ୍ଠ ନେତା ନବୀନଙ୍କୁ ବିରୋଧୀ ଦଳ ନେତା କରିବାକୁ ପରାମର୍ଶ ଦେଇଛନ୍ତି। ତେବେ ବିଜେଡି ସୁପ୍ରିମୋ, ବିଧାୟକମାନଙ୍କ ଶପଥ ଗ୍ରହଣ ପରେ ଏନେଇ ନିଷ୍ପତ୍ତି ନେବେ। ଏପରିକି ଦୁଇ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ଓ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ମଧ୍ୟରୁ କିଏ ଜଣେ ବିରୋଧୀ ଦଳ ନେତା ହେବା ନେଇ ନାଁ ସାମ୍ନାକୁ ଆସିଛି।
ବିଧାୟକ ସାରଦାଙ୍କ ନାମରେ ନିର୍ବାଚନ ଅନିୟମିତତା ମାମଲା
କଟକ,୧୦ା୬ (କାର୍ତ୍ତିକ ସାହୁ) ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ ବିରୋଧରେ ହାଇକୋର୍ଟରେ ଦାୟର ହୋଇଛି ନିର୍ବାଚନୀ ଅନିୟମିତତା ପିଟିସନ୍। ପରାଜିତ ଏନ୍ସିପି ପ୍ରାର୍ଥୀ ରାଜ…
ଖୋଲିବ ଶ୍ରୀମନ୍ଦିର ୪ ଦ୍ବାର: ସ୍ଥିତି ସମୀକ୍ଷା କଲେ ପ୍ରଶାସନ
ପୁରୀ,୭ା୬: ଓଡ଼ିଶାରେ ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବ ବୋଲି ଦଳର ତୁଙ୍ଗ ନେତାମାନେ ର୍ନିବାଚନ ପ୍ରଚାର ସମୟରେ ପ୍ରତିଶ୍ରୁତି ଦେଇଥିଲେ।…
ଓଡ଼ିଶାର ୩ ମନ୍ତ୍ରୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ବିଭାଗ
ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରିଛନ୍ତି। ଓଡ଼ିଶାର ୩ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ରେଳ ସୂଚନା ଓ ପ୍ରସାରଣ ଏବଂ ଧମେନ୍ଦ୍ର…
୧୨ରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ, ଘରେ ଘରେ ଦୀପ ଜାଳିବାକୁ ଅପିଲ କଲେ ପ୍ରତାପ ଷଡ଼ଙ୍ଗୀ
ଭୁବନେଶ୍ୱର,୧୦।୬: ଭାଜପାର ଡବଲ ଇଞ୍ଜିନ୍ ସରକାର ପାଇଁ ପ୍ରତିଟି ସାଧାରଣଲୋକ ଦୁଇଟି ଦୀପ ଜାଳିବା ପାଇଁ ପ୍ରତାପ ଷଡ଼ଙ୍ଗୀ ଅପିଲ କରିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ…
କାର୍ଯ୍ୟରତ ଥିବା ବେଳେ ଚାଲିଗଲା ପୋଲିସ ଏଏସ୍ଆଇଙ୍କ ଜୀବନ
ସମ୍ବଲପୁର,୧୦।୬: ସମ୍ବଲପୁର ଜିଲା ବରେଇପାଲି ଥାନାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କାର୍ଯ୍ୟରତ ଏଏସ୍ଆଇ ପଞ୍ଚୁ ବାଗଙ୍କ ଆକଷ୍ମିକ ମତ୍ୟୁ ଘଟିଛି। ମିଳିଥିବା ସୂଚନା…
ରାଜନୀତିରୁ ସନ୍ୟାସ ପରେ ପାଣ୍ଡିଆନ ଏବେ କେଉଁଠି ରହିବେ, ହେଉଛି ଚର୍ଚ୍ଚା
ଭୁବନେଶ୍ୱର,୧୦।୬: ବିଜେଡିର ଶୋଚନୀୟ ପରାଜୟ ପରେ ରାଜନୀତିରୁ ଅବସର ନେଇଛନ୍ତି କାର୍ତ୍ତିକ ପାଣ୍ଡିଆନ୍। ରବିବାର ସୋସିଆଲ ମିଡିଆରେ ଭିଡିଓ ବାର୍ତ୍ତା ଜାରି କରି ବିଜେଡିରୁ ଅବସର…
ପାଣ୍ଡିଆନ୍ ରାଜନୀତିରୁ ସନ୍ୟାସ ନେବା ପଛରେ ରହିଛି ବଡ଼ କାରଣ, ଜାଣନ୍ତୁ କ’ଣ କହିଲେ ଅରିନ୍ଦମ
ଭୁବନେଶ୍ୱର,୧୦।୬: କାର୍ତ୍ତିକ ପାଣ୍ଡିଆନ୍ ପ୍ରତ୍ୟକ୍ଷ ରାଜନୀତିରୁ ସନ୍ୟାସ ନେଇଥିବା କଥାକୁ ଗ୍ରହଣ କରିନାହାଁନ୍ତି ଭାଜପା ନେତା ତଥା ଅଭିନେତା ଅରିନ୍ଦମ ରାୟ। ଅରିନ୍ଦମ କହିଛନ୍ତି ଏହା…
ମୁଖ୍ୟମନ୍ତ୍ରୀଙ୍କ ଚର୍ଚ୍ଚା ମଧ୍ୟରେ ଆସିଲା ମନମୋହନଙ୍କ ବଡ଼ ପ୍ରତିକ୍ରିୟା
ଭୁବନେଶ୍ୱର,୧୦।୬: ଓଡ଼ିଶାରେ ନିର୍ବାଚନର ଫଳାଫଳ ବାହାରିବାର ସପ୍ତାହେ ବିତିଯାଇଥିଲେ ମଧ୍ୟ ଭାଜପା କାହାକୁ ମୁଖ୍ୟମନ୍ତ୍ରୀ ଗାଦିରେ ବସାଇବ, ସେନେଇ ଏଯାଏ ଘୋଷଣା କରିନାହିଁ। ତେବେ ଆସନ୍ତାକାଲି…