Monday, February 24, 2025
Home weather news update rain in odisha odia news odisha news ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସମ୍ଭାବନା ; ତାତିରୁ ମିଳିବ ତ୍ରାହି..

୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସମ୍ଭାବନା ; ତାତିରୁ ମିଳିବ ତ୍ରାହି..

by
0 comment

ଭୁବନେଶ୍ୱର : ତାତିରୁ ମିଳିବ ତ୍ରାହି। ଆଶ୍ୱସ୍ତି ଆଣିବ କାଳବୈଶାଖୀ। ରାଜ୍ୟରେ ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। କାଳବୈଶାଖୀ କମାଇବ ତାପମାତ୍ରା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହାର ପ୍ରଭାବରେ ୩ ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ରହିଛି ବୋଲି ଶନିବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆଗାମୀ #୨୪ଘଣ୍ଟାରେ ଉପକୂଳ ସମେତ କିଛି ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ #କାଳବୈଶାଖୀ ସମ୍ଭାବନା

— Meteorological Centre, Bhubaneswar (@mcbbsr) May 4, 2024

କମିବ ଦିନର ତାତି !!
ତାତିରୁ ମିଳିବ ଆଶ୍ବସ୍ତି !!

ଆଗାମୀ ଦୁଇଦିନ ପରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ୩ ରୁ ୫ ଡ଼ିଗ୍ରୀ ଯାଏଁ ତାପମାତ୍ରା ରେ ହ୍ରାସ ଘଟିବା ସମ୍ଭାବନା ରହିଛି

— Meteorological Centre, Bhubaneswar (@mcbbsr) May 4, 2024

ମେ’ ୫ରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଶନିବାର ପାଇଁ ୫ଟି ବିଶେଷ ଉପାୟ : ପ୍ରସନ୍ନ ହେବେ ଶନି ଦେବ,ଖୋଲିବ ବନ୍ଦ ଭାଗ୍ୟର ତାଲା..

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od