Thursday, January 9, 2025
Thursday, January 9, 2025
Home shukra shani yuti 2024 zodiac sign odia news odisha news ୩୦ ବର୍ଷ ପରେ ଏକାଠି ହେବ ଶୁକ୍ର-ଶନି; ଏହି ରାଶିଙ୍କୁ ହଠାତ୍‌ ମିଳିବ ଧନ, ହେବେ ଭାଗ୍ୟଶାଳୀ, ହେବ ବିବାହ..

୩୦ ବର୍ଷ ପରେ ଏକାଠି ହେବ ଶୁକ୍ର-ଶନି; ଏହି ରାଶିଙ୍କୁ ହଠାତ୍‌ ମିଳିବ ଧନ, ହେବେ ଭାଗ୍ୟଶାଳୀ, ହେବ ବିବାହ..

by
0 comment

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶୁକ୍ର ଗ୍ରହଙ୍କୁ ଧନ-ବୈଭବ ଓ ସୌନ୍ଦର୍ଯ୍ୟର ସ୍ୱାମୀ ବୋଲି ମାନ୍ୟତା ରହିଛି । ସେହିପରି ଶନି ଦେବ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି । ଜ୍ୟୋର୍ତିବିଦ୍‌ଙ୍କ ମତାନୁସାରେ ଶୁକ୍ର ଓ ଶନି ଗ୍ରହଙ୍କ ମଧ୍ୟରେ ମିତ୍ରତାର ଭାବ ରହିଥାଏ । ଏହି ୨ ଶକ୍ତିଶାଳୀ ଗ୍ରହ ଚଳିତ ବର୍ଷ ୨୮ ଡିସେମ୍ବରରେ କୁମ୍ଭ ରାଶିରେ ଏକାଠି ହେବାକୁ ଯାଉଛନ୍ତି । ଏହାଦ୍ୱାରା କିଛି ରାଶି ବ୍ୟକ୍ତି ବିଶେଷଙ୍କୁ ହଠାତ୍‌ ଧନ ପ୍ରାପ୍ତି ହେବା ସହ ଭାଗ୍ୟ ଚମକିବ । ଉନ୍ନତି ହେବ । ଜାଣନ୍ତୁ..

ମେଷ – ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ଖୁବ୍‌ ଖୁସି ମିଳିବ । ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଯାତ୍ରା କରିବାର ଯୋଗ ରହିଛି । କର୍ମକ୍ଷେତ୍ରରେ ଖୁବ୍‌ ଉନ୍ନତି ହେବ ।

ମିଥୁନ- ଶୁକ୍ର ଓ ଶନି ଏକାଠି ହେବା ଦ୍ୱାରା ମିଥୁନ ରାଶି ବ୍ୟକ୍ତି ବିଶେଷଙ୍କୁ ଖୁବ୍‌ ଲାଭ ମିଳିବ । ଭାଗ୍ୟର ସମ୍ପୂର୍ଣ୍ଣ ସହଯୋଗ ମିଳିବ । ଛାତ୍ରଛାତ୍ରୀଙ୍କୁ ସଫଳତା ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ବଡ ଦାୟିତ୍ୱ ମିଳିବ । ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ଅଟକି ଥିବା କାମ ପୂରା ହେବ ।

୨୦୨୫ରେ ରାହୁ ଓ କେତୁ ଚଳନ; ଏହି ୫ ରାଶି ପାଇବେ ରାଜା ଭଳି ଜୀବନ, ହେବେ ଭାଗ୍ୟଶାଳୀ, ମିଳିବ ଧନ, ହେବ ବିବାହ..

କୁମ୍ଭ- ଏହି ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ଶୁଭଫଳ ପ୍ରାପ୍ତି ହେବ । କର୍ମକ୍ଷେତ୍ର ଓ ବ୍ୟବସାୟରେ ଖୁବ୍‌ ଲାଭ ମିଳିବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ ।

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od