Saturday, February 22, 2025
Home Home ୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

by
0 comment

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ ୧୫ଟି ସହରରେ ତାପମାତ୍ରା ୪୪ଡ଼ିଗ୍ରି କିମ୍ବା ତାଠାରୁ ଅଧିକ ରହିଛି। ଚଳିତ ବର୍ଷ ରାଜ୍ୟରେ ସର୍ବାଧିକ ତାପମାତ୍ରା ଆଜି ରେକର୍ଡ ହୋଇଛି। ବାରିପଦାରେ ସର୍ବାଧିକ ୪୬. ୪ ଡ଼ିଗ୍ରୀ, ବାଲେଶ୍ୱରରେ ୪୬ ଡ଼ିଗ୍ରୀ ଏବଂ ଭୁବନେଶ୍ୱରରେ ତାପମାତ୍ରା ୪୫.୪ ଡ଼ିଗ୍ରୀ ଛୁଇଁଛି। କେବଳ ସେତିକି ନୁହେଁ। ରାଜ୍ୟର ୨୯ଟି ସହରରେ ତାପମାତ୍ରା ୪୨ଡ଼ିଗ୍ରି କିମ୍ବା ତାଠାରୁ ଅଧିକ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ମିଳିଛି।

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ…

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ…

Featured Video Play Icon

ଭାଜପା ଛାଡ଼ିଲେ ଅମୀୟ ଦାଶ

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ଏକାମ୍ରର ଭାଜପା ନେତା ଅମୀୟ ଦାଶ ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ରାଜ୍ୟ ସଭାପତିଙ୍କ ପାଖକୁ ପଠାଇଛନ୍ତି। ଅମୀୟ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od