Saturday, February 1, 2025
Home narendra modi ୬ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୬ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

by
0 comment

୬ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

file pic.

ଭୁବନେଶ୍ଵର: ଆସନ୍ତା ୬ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସକାଳ ୧୦ଟାରେ ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧନ କରିବେ। ଅପରାହ୍ନ ୧୨ଟା ୩୦ରେ ନବରଙ୍ଗପୁରରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି।  ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର , ନେଇ ସୂଚନା ଦେଇଛନ୍ତି। ସେହିପରି ମେ ୪ ତାରିଖରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଓଡିଶା ଆସିବେ । ସେଦିନ ସେ ବିଜେପି କାର୍ଯ୍ୟାଳୟରେ ବରି​‌ଷ୍ଠ ନେତୃବୃନ୍ଦଙ୍କ ସହିତ ଆଲୋଚନା ପରେ ସନ୍ଧ୍ୟାରେ ଏକ ଘରୋଇ ହୋଟେଲରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od