Tuesday, January 7, 2025
Home ଆମ ଜିଲା ଖବର ୮ ଆଇଇଡି ବୋମା ନିଷ୍କ୍ରିୟ କଲେ ଯବାନ

୮ ଆଇଇଡି ବୋମା ନିଷ୍କ୍ରିୟ କଲେ ଯବାନ

by
0 comment

୮ ଆଇଇଡି ବୋମା ନିଷ୍କ୍ରିୟ କଲେ ଯବାନ

ମାଲକାନଗିରି,୨ା୧(ଦୁର୍ଯ୍ୟୋଧନ ପାତ୍ର)-ବିଜାପୁରରେ ମାଓବାଦୀମାନେ ଖଞ୍ଜିଥିବା ୮ ଆଇଇଡି ବୋମାକୁ ଯବାନମାନେ ନିଷ୍କ୍ରିୟ କରିଛନ୍ତି । ଛତିଶଗଡ ବାସାଗୁଡ଼ା ଥାନା ଅନ୍ତର୍ଗତ ତିମାପୁର ଅଞ୍ଚଳରେ କୋବ୍ରା ଯବାନମାନେ ତଲାସି କରୁଥିଲେ। ଏହି ସମୟରେ ୬ ଆଇଇଡିକୁ ଠାବକରି ଯବାନମାନେ ଘଟଣାସ୍ଥଳରେ ନିଷ୍କ୍ରିୟ କରିଥିଲେ। ସେହିପରି ତାରିମ୍‌ ଜଙ୍ଗଲରେ ମଧ୍ୟ ଯବାନମାନେ ତଲାସି ବେଳେ ବନ୍ଦଲକା ନାଳ ନିକଟରେ ୩ କେଜି ଲେଖାଏ ୨ଟି ଆଇଇଡିକୁ ନିଷ୍କ୍ରିୟ କରିଥିଲେ।

ମଦ ନିଶାରେ ଅଜା ଘରେ ନିଆଁ ଲଗାଇଦେଲେ ନାତି

ନୀଳଗିରି,୨ା୧(ପ୍ରଶାନ୍ତ କୁମାର ବିଶ୍ବାଳ): ଅଜା ଘରେ ନିଆଁ ଲଗାଇଦେଲେ ନାତି। ଜଳିଗଲା ୩ ବଖରା। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ଏନଏସି ଅଧୀନ…

ଘନ କୁହୁଡ଼ି ନେଇ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୩ା୧: ନୂଆ ବର୍ଷ ଆରମ୍ଭରୁ ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଗୁରୁବାର ରାଜ୍ୟର ଏକାଧିକ ସ୍ଥାନରେ ୧୦ ଡିଗ୍ରୀ ସେଲସିୟସ୍‌ କିମ୍ବା ଏହାଠାରୁ କମ୍‌…

ପିକ୍‌ନିକ୍‌ କରିବାକୁ ଯାଇଥିଲେ: ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ

ବୋରିଗୁମ୍ମା,୨ା୧(ବିଜୟ ସାହୁ)- ବୋରିଗୁମ୍ମା ବ୍ଲକ୍‌ ଅନ୍ତର୍ଗତ ବିସିଂପୁର ଥାନା ଅଧୀନ ନକୁଳଗୁଡ଼ା ଗ୍ରାମରେ ନୂତନ ବର୍ଷରେ ପିକ୍‌ନିକ୍‌ ପାଇଁ ଯାଇଥିବା ଜଣେ ଯୁବକଙ୍କୁ ତାଙ୍କ ସାଙ୍ଗମାନେ…

ଜନ୍ମ ପ୍ରମାଣ ପତ୍ର କରିବାକୁ ଲାଞ୍ଚ ନେଉଥିଲେ ସୁପର ଭାଇଜର, ଧରିଲା ଭିଜିଲାନ୍ସ

ଥୁଆମୂଳ ରାମପୁର,୨ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ମହୁଲପାଟଣା ସ୍ବାସ୍ଥ୍ୟ ଉପକେନ୍ଦ୍ର ହେଲ୍ଥ ୱାର୍କର ଓ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ…

କୁକୁଡ଼ାଫାର୍ମ ଛାତରୁ ଖସି ଶ୍ରମିକ ମୃତ

ଦିଗପହଣ୍ଡି,୨।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା କଇଠଖଣ୍ଡି ପଞ୍ଚାୟତ ଚକାତେନ୍ତୁଳି ଗ୍ରାମ ନିକଟରେ ଥିବା କୁକୁଡ଼ା ଫାର୍ମ ଛାତରୁ ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ବିଦ୍ୟୁତ ତାର ସଂସ୍ପର୍ଶରେ ହାତୀ ମୃତ

ଦିଗପହଣ୍ଡି,୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ ପାଟପୁର ସେକ୍ସନ ଗଙ୍ଗାପୁର ପଞ୍ଚାୟତ ପ୍ରଥମ ଢେପାଗୁଡ଼ା ଗାଁ ନିକଟ ଆଖୁବାଡରେ ଖଞ୍ଜା…

ମାଙ୍କଡ ଆତଙ୍କ: ଆକ୍ରମଣରେ ୧୫ରୁ ଊଦ୍ଧର୍‌ବ ଆହତ

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ କିଛିଦିନ ହେଲା ମାଙ୍କଡ ଆତଙ୍କ ଦେଖାଦେଇଛି। ସହରସ୍ଥିତ ଗୋଦାମପଡ଼ାର ମାଙ୍କଡ ଆକ୍ରମଣରେ ୧୫ରୁ ଊର୍ଦ୍ଧ୍ୱ ବ୍ୟକ୍ତି…

ପରକୀୟାପ୍ରୀତି: ସ୍ବାମୀଙ୍କ ତୀରମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା

କେନ୍ଦୁଝର,୨।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ପରକୀୟା ପ୍ରୀତିକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ତୀରମାଡ଼ କରି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od