Posted inଜାତୀୟ
Arunachal Pradesh Election Result: ବଡ ବିଜୟ ଅଭିମୁଖେ ଭାଜପା, ୩୧ ସିଟ୍ରେ ଆଗୁଆ

ଅରୁଣାଚଳ ପ୍ରଦେଶ,୨।୬: ଅରୁଣାଚଳ ପ୍ରଦେଶରେ ଜାରି ରହିଛି କାଉଣ୍ଟିଂ। ରବିବାର ଅରୁଣାଚଳ ପ୍ରଦେଶ ଓ ସିକିମର ରେଜଲ୍ଟ ବାହାରିବାକୁ ଯାଉଛି। ଏ ଦୁଇ ରାଜ୍ୟରେ ଆଜି ଭୋଟ ଗଣତି ଚାଲିଛି। ତେବେ ଅରୁଣାଚଳ ପ୍ରଦେଶରେ ମୋଟ ୬୦ ସିଟ ମଧ୍ୟରୁ ୧୦ଟି ଆସନରେ ଭାଜପା ପ୍ରାର୍ଥୀ ର୍ନିଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସେହିପରି ୩୧ଟି ଆସନରେ ଭାଜପା ଆଗୁଆ ରହିଛି। ଅନ୍ୟପଟେ ବିରୋଧୀ ଏନସିପି ୩ଟି ଆସନରେ ଆଗୁଆ ରହିଛି।

ଏକ୍ଜିଟ ପୋଲ୍ କେତେ ଠିକ୍? ଫଳାଫଳକୁ ଦେଖିଲେ…
ନୂଆଦିଲ୍ଲୀ,୨ା୬: ୨୦୨୪ ଲୋକ ସଭା ନିର୍ବାଚନ ଶନିବାର ଶେଷ ହେବା ପରେ ସନ୍ଧ୍ୟାରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବହୁପ୍ରତୀକ୍ଷିତ ଏକ୍ଜିଟ ପୋଲ୍ ବା ବୁ୍ଥ୍ଫେରନ୍ତା ଜନମତ…

Sikkim Election Result: ସିକିମ କ୍ରାନ୍ତିକାରୀ ମୋର୍ଚ୍ଚାକୁ ମିଳିଲା ବହୁମତ, ଖାତା ଖୋଲି ପାରିଲାନି କଂଗ୍ରେସ
ସିକିମ୍,୨।୬: ଜୁନ ୧ରେ ସରିଛି ଶେଷ ପର୍ଯ୍ୟାୟ ନିର୍ବାଚନ। ଶନିବାର ନିର୍ବାଚନ ସରିବା ପରେ ରବିବାର ସିକିମ ଓ ଅରୁଣାଚଳ ପ୍ରଦେଶର ଫଳାଫଳ ଆସିବାକୁ ଯାଉଛି।…

ଇଣ୍ଡିଆ ଟୁଡେର ବଡ଼ ସର୍ଭେ, ଓଡ଼ିଶାରେ କିଏ ମାରିବ ବାଜି?
ନୂଆଦିଲ୍ଲୀ,୧।୬: ସରିଛି ଶେଷ ପର୍ଯ୍ୟାୟ ନିର୍ବାଚନ। ଲୋକ ସଭା ନିର୍ବାଚନ ସହ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ସିକିମ୍ ଓ ଅରୁଣାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ…

ଓଡ଼ିଶାରେ ଇଣ୍ଡିଆ ମେଣ୍ଟର ସିଟ୍ ହୋଇଗଲା ଡବଲ, ବିଜେଡିକୁ ଲାଗିବ ଝଟ୍କା!
ନୂଆଦିଲ୍ଲୀ,୧।୬: ଲୋକସଭା ନିର୍ବାଚନ ୨୦୨୪ର ଶେଷ ପର୍ଯ୍ୟାୟ ଭୋଟିଂ ସରିଛି। ଭୋଟ ଶେଷ ହେବା ମାତ୍ରେ ଏକଜିଟ ପୋଲ ତଥ୍ୟ ପ୍ରକାଶ ପାଇଛି। ପ୍ରକୃତ ଫଳାଫଳ…

Cvoter Exit Poll: ଦକ୍ଷିଣରେ ଖାତା ଖୋଲିପାରେ ଭାଜପା, ମାତ୍ର ୨ଟି ରାଜ୍ୟରେ ମିଳିଛି ୪୭ ସିଟ୍ର ବମ୍ପର ନମ୍ବର
ନୂଆଦିଲ୍ଲୀ,୧।୬: ଲୋକ ସଭା ନିର୍ବାଚନ ୨୦୨୪ର ଶେଷ ଏବଂ ସପ୍ତମ ପର୍ଯ୍ୟାୟ ପାଇଁ ମତଦାନ ଶନିବାର ଶେଷ ହୋଇଛି । ଭୋଟ ଶେଷ ହେବା ପରେ…

ଭୋଟ ବାହୁଡ଼ା ମତ- ସତ ହେବ ମୋଦିଙ୍କ ନାରା ‘ଅବକି ବାର ୪୦୦ ପାର୍’ !
ନୂଆଦିଲ୍ଲୀ,୧।୬: ଦେଶରେ ସରଛି ସପ୍ତମ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା। ଏଭିଏମ୍ରେ ସିଲ୍ ହୋଇଛି ହଜାର ହଜାର ପ୍ରାର୍ଥୀଙ୍କ ଭାଗ୍ୟ। ଭୋଟ ସରିବା ପରେ ବିଭିନ୍ନ ଏଜେନ୍ସି…

Exit poll: କେନ୍ଦ୍ରରେ ଭାଜପା ସରକାର! ଜାଣନ୍ତୁ ଓଡ଼ିଶାରେ କିଏ ଆଗରେ
ନୂଆଦିଲ୍ଲୀ,୧।୬: ସରିଛି ଶେଷ ପର୍ଯ୍ୟାୟ ନିର୍ବାଚନ । ନିର୍ବାଚନ ସରିବା ପରେ ଶନିବାର ବିଭିନ୍ନ ଏଜେନ୍ସି ଦ୍ୱାରା ଏକଜିଟ ପୋଲ ବା ଘର ବାହୁଡା ମତ…

Exit poll: ପଲଟିଲା ବାଜି, ଏହି ରାଜ୍ୟରେ ଇଣ୍ଡିଆ ମେଣ୍ଟର ବାଜିମାତ
ନୂଆଦିଲ୍ଲୀ,୧।୬: ସରିଛି ୨୦୨୪ ଲୋକ ସଭା ନିର୍ବାଚନ। ଶନିବାର ସପ୍ତମ ପର୍ଯ୍ୟାୟ ମତଦାନ ସରିଛି। ତେବେ ମତଦାନ ସରିବା ପରେ ସଂଧ୍ୟାରେ ବଡ଼ ବଡ଼ ଏଜେନ୍ସି…